ଓଡ଼ିଶା

ପ୍ରକାଶ ପାଇଲା ଓଟିଇଟି-୨ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ (ଓଟିଇଟି) -୨ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍ www.bseodisha.ac.in ରେ ପରୀକ୍ଷା ଫଳ ଉପଲବ୍ଧ ହୋଇଛି । ପରୀକ୍ଷାର୍ଥୀମାନେ ରୋଲନମ୍ବର ଓ ଜନ୍ମ ତାରିଖ ଦେଇ ଲଗ- ଇନ କରି ପରୀକ୍ଷା ଫଳ ଦେଖି ପାରିବେ। ପରୀକ୍ଷାର୍ଥୀମାନେ ସମାନ ୱେବ୍ ସାଇଟରେ ଆସନ୍ତା ୧୩  ତାରିଖରେ ଦିନ ୧ଟା ପରେ ଓଏମଆର ସିଟର ସ୍କାନ କପି ଡାଉନ ଲୋଡ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com