କ୍ରୀଡ଼ା

ରାହୁଲଙ୍କ ସହ ବିସିସିଆଇ ବ୍ୟାଟିଂ କୋଚ୍‌ ଭାବେ ବିକ୍ରମ ରାଥୋଡ

ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍‌ ଭ‌ାବେ ରାହୁଲଙ୍କ ଚୁକ୍ତିକାଳ ବୃଦ୍ଧି ପାଇଛି ବୋଲି ଆଜି ‘ଏକ୍ସ’ ଜରିଆରେ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି।

ରାହୁଲଙ୍କ ସହ ବିସିସିଆଇ ବ୍ୟାଟିଂ କୋଚ୍‌ ଭାବେ ବିକ୍ରମ ରାଥୋଡ, ବୋଲିଂ କୋଚ୍‌ ପାରସ୍‌ ହାମ୍‌ବ୍ରେଙ୍କ ଓ ଫିଲ୍ଡିଂ କୋଚ୍‌ ଟି ଦିଲ୍ଲୀପଙ୍କର କାର୍ଯ୍ୟକାଳ ବି ବୃଦ୍ଧି ପାଇଛି।

Related Articles

Back to top button