ଶିକ୍ଷା

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ

ମଣିପୁର ହିଂସାରେ ବିସ୍ଥାପିତ ହୋଇଥିବା ଛାତ୍ରୀଛାତ୍ରଙ୍କୁ ସରକାର ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନାମ ଲେଖେଇବା ପାଇଁ ସୁଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

ଏ ସମ୍ପର୍କରେ କେନ୍ଦ୍ର ଓ ମଣିପୁର ସରକାର ବିଚାର କରନ୍ତୁ ବୋଲି ଏସସି ନିର୍ଦ୍ଦେଶ ଦେଇଛନ୍ତି। ବିସ୍ଥାପିତ ଛାତ୍ରୀଛାତ୍ରଙ୍କ ଦ୍ୱାରା ଦାଖଲ କରାଯାଇଥିବା ପିଟିସନ ଉପରେ ଶୀର୍ଷ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗୋଟିଏ ଶିକ୍ଷାବର୍ଷ ହରାଇବାରୁ ବଞ୍ଚାଇବାକୁ ଯାଚିକାରେ ଉଲ୍ଲେଖ କରିଛନ୍ତି।

Related Articles

Back to top button