ଓଡ଼ିଶା

ମହାବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ବର() ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ। ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ଯପଟେ  ଏହି ବିଷୁବ ସଂକ୍ରାନ୍ତି ତଥା ପଣା ସଂକ୍ରାନ୍ତି ଅବସରରେ ସବୁ ହନୁମାନ ମନ୍ଦିର ଗୁଡ଼ିକରେ ସକାଳ ସକାଳୁ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା। ଦର୍ଶନ ପାଇଁ ଶ୍ରଦ୍ଧାଳୁ ମାନଙ୍କ ଲମ୍ବା ଲାଇନ୍‌ ଲାଗିଛି।

Related Articles

Back to top button
WP Twitter Auto Publish Powered By : XYZScripts.com