ଅନ୍ତର୍ଜାତୀୟ

ଆମେରିକା ଅରୁଣାଚଳ ପ୍ରଦେଶ ଉପରେ ଚାଇନାର ଦାବିକୁ ଖଣ୍ଡନ କରିଛି

ଆମେରିକା ଅରୁଣାଚଳ ପ୍ରଦେଶ ଉପରେ ଚାଇନାର ଦାବିକୁ ଖଣ୍ଡନ କରିଛି। ଆମେରିକା କହିଛି ଯେ, ଅରୁଣାଚଳ ପ୍ରଦେଶ ଚାଇନାର ନୁହେଁ।

ଜଣେ ଆମେରିକୀୟ ଅଧିକାରୀ କହିଛନ୍ତି ଯେ, ଚାଇନାର ସୈନ୍ୟ ବାରମ୍ବାର ଅରୁଣାଚଳ ପ୍ରଦେଶକୁ ‘ଚାଇନା ଅଞ୍ଚଳର ଏକ ଅନ୍ତନିର୍ହିତ ଅଂଶ’ ବୋଲି କହୁଛନ୍ତି। କିନ୍ତୁ ଆମେରିକା ଅରୁଣାଚଳ ପ୍ରଦେଶକୁ ଭାରତୀୟ ଅଞ୍ଚଳ ଭାବରେ ସ୍ବୀକୃତି ଦେଇଛି।

Related Articles

Back to top button