କ୍ରୀଡ଼ା

ବିରାଟ କୋହଲି ଚୁଟି କାଟିବା ପାଇଁ କେତେ ଟଙ୍କା ଖର୍ଚ୍ଚ କରନ୍ତି ?

ବିରାଟ କୋହଲି ଚୁଟି କାଟିବା ପାଇଁ କେତେ ଟଙ୍କା ଖର୍ଚ୍ଚ କରନ୍ତି ? ଆପଣ ଏହି ମୂଲ୍ୟ ଜାଣି ଆଶ୍ଚର୍ଯ୍ୟ ହୋଇଯିବେ। ମିଡିଆ ରିପୋର୍ଟ ଅନୁଯାୟୀ ବିରାଟ କୋହଲି ଚୁଟି କାଟିବା ପାଇଁ ଅତି କମ୍‌ରେ ୧ ଲକ୍ଷ ଟଙ୍କା ଖର୍ଚ୍ଚ କରିଥାନ୍ତି ।

ଯଦିଓ ବିରାଟ କୋହଲି ତାଙ୍କ ଛୁଟି କାଟିବା ପାଇଁ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ସେନେଇ କୌଣସି ଅଫିସିଆଲ୍‌ ସୂଚନା ଦେଇନାହାନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com