ଓଡ଼ିଶା

ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି।

ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି। ବିଗତ କିଛି ବର୍ଷ ମଧ୍ୟରେ ୧ଲକ୍ଷ ୪୦ ହଜାର ଲୋକଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ଓ ଔଷଧ ଯୋଗାଇଛି ଟିପିଏନଓଡିଏଲ।

ଟିପିଏନଓଡିଏଲ ପକ୍ଷରୁ ମାଗଣା ମୋବାଇଲ ସ୍ୱାସ୍ଥ୍ୟ ସେବା ନିମିତ୍ତ ଭ୍ରାମ୍ୟମାଣ ଆମ୍ବୁଲାନ୍ସ ବାଲେଶ୍ଵର ଜିଲ୍ଲା ସମେତ ଯାଜପୁର, କେନ୍ଦୁଝର, ଭଦ୍ରକ, ଓ ମୟୂରଭଞ୍ଜ ଜିଲ୍ଲାର ଜନ ସାଧାରଣଙ୍କ ପାଇଁ ଆରମ୍ଭ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com