ଓଡ଼ିଶା
ମମିତା ମେହେର ହତ୍ୟାକାଣ୍ଡ ଘଟଣା, କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ଗୋବିନ୍ଦ ଓ ସହଯୋଗୀ

କଣ୍ଟାବାଞ୍ଜୀ() ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ହାଜର ହେଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାର ସହଯୋଗୀ ରାଧେଶ୍ୟାମ ଚଣ୍ଡୀ । କଡା ସୁରକ୍ଷା ବଳରେ କଣ୍ଟାବାଞ୍ଜି ବିଚାର ବିଭାଗୀୟ ହାଜତରୁ ଏଡିଜେ କୋର୍ଟକୁ ଅଣାଯାଇଥିଲା ।





