ଜାତୀୟ

ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ପୁଣିଥରେ ସମନ ପଠାଇଛନ୍ତି

ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ପୁଣିଥରେ ସମନ ପଠାଇଛନ୍ତି। ଦିଲ୍ଲୀର ଅବକାରୀ ଦୁର୍ନୀତି ଯାଞ୍ଚ କରୁଥିବା କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ମାର୍ଚ୍ଚ ୪ରେ କେଜ୍‌ରିୱାଲଙ୍କୁ ପଚରାଉଚରା ପାଇଁ ଡକାଇଛି।

ଏହାପୂର୍ବରୁ କେଜ୍‌ରିୱାଲଙ୍କୁ ୭ଟି ସମନ ପଠାଯାଇଛି। କିନ୍ତୁ ସେ ଏହାକୁ ବେଆଇନ ବୋଲି କହି ହାଜର ହୋଇ ନାହାନ୍ତି। ଏଭଳି ପରିସ୍ଥିତିରେ ବର୍ତ୍ତମାନ ଇଡି ଅଷ୍ଟମ ସମନ ପଠାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com