ସେହିପରି ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, କଟକ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।