ଓଡ଼ିଶା

କେନ୍ଦୁଝରରେ ମୁଖ୍ୟ ଶାସନ ସଚିବ ଓ 5T ସଚିବ, କାନପୁର ଜଳସେଚନ ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ

କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, 5T ସଚିବ ଭି.କେ. ପାଣ୍ଡିଆନ୍ ଓ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । କେନ୍ଦୁଝର ଯୋଡ଼ା ବ୍ଲକ ବାସୁଦେବପୁର ନିକଟ କାନପୁର ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ତଦାରଖ କରିଛନ୍ତି ମୁଖ୍ୟ ଶାସନ ସଚିବ ଓ ଫାଇଭ-ଟି ସଚିବ । ଚିମିଳାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ସେଠାରୁ ସଡ଼କ ପଥରେ ନିର୍ମାଣାଧୀନ କାନପୁର ଡ୍ୟାମ୍ ଅଞ୍ଚଳରେ ପହଞ୍ଚିଥିଲେ ମୁଖ୍ୟ ଶାସନ ସଚିବ ଓ ଫାଇଭ୍-ଟି ସଚିବ । ୨ ହଜାର ୪୩୮ କୋଟି ଟଙ୍କାର ନିର୍ମାଣାଧୀନ କାନପୁର ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଓ ଅନ୍ୟ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଥିଲେ ମୁଖ୍ୟ ଶାସନ ସଚିବ ଓ ଫାଇଭ-ଟି ସଚିବ ।

Related Articles

Back to top button
WP Twitter Auto Publish Powered By : XYZScripts.com