ମନୋରଞ୍ଜନ

‘ଫାଇଟର୍‌’ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ

ସୁପରଷ୍ଟାର ହ୍ରିତିକ ରୋଶନ ଏବଂ ଦୀପିକା ପାଦୁକୋନଙ୍କ ଅଭିନୀତ ‘ଫାଇଟର୍‌’ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ । ଦର୍ଶକମାନେ ଉତ୍ସାହର ସହିତ ଏହି ଆକ୍ସନ ଫିଲ୍ମକୁ ଅପେକ୍ଷା କରିଛନ୍ତି।

ନିକଟରେ ଫିଲ୍ମରୁ ହ୍ରିତିକ ରୋଶନ, ଦୀପିକା ପାଦୁକୋନ ଏବଂ ଅନିଲ କପୁରଙ୍କ ଲୁକ୍‌ର ପୋଷ୍ଟର ସାମ୍ନାକୁ ଆସିଥିଲା। ବର୍ତ୍ତମାନ ଫିଲ୍ମର ଟିଜର ରିଲିଜ୍‌ ହୋଇଛି। ଏହି ଆକ୍ସନ ଭରପୂର ଫିଲ୍ମ ଆସନ୍ତା ବର୍ଷ ମୁକ୍ତିଲାଭ କରିବ। କିନ୍ତୁ ନିର୍ମାତା ଟିଜର ରିଲିଜ୍‌ କରି ଦର୍ଶକଙ୍କ ଉତ୍ସାହ ବଢାଇ ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com