ଜାତୀୟ

ଏବର୍ଷ ୨ ଥର ହେବ ଜେଇଇ ମେନ୍, ମାର୍ଚ୍ଚ ୧ରୁ ୩୧ ଯାଏଁ କରିପାରିବେ ଆବେଦନ

ଭୁବନେଶ୍ୱର() ଏବର୍ଷ ୨ ଥର ହେବ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ । ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ବିତୀୟ ଜେଇଇ (ମେନ୍) ତାରିଖ ଘୋଷଣା ହୋଇଛି । ଏପ୍ରିଲ ୧୬ ରୁ ୨୧ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ହେବାକୁ ଥିବା ବେଳେ ମେ ୨୪ରୁ ୨୯ ହେବ ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷା ହେବ ।

ତେବେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ପାଇଁ ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସମୟ ମଧ୍ୟରେ ଆବଦେନ କରିପାରିବେ ଛାତ୍ରଛାତ୍ରୀ । ୨ଟି ସିଫ୍ଟରେ ହେବ ପରୀକ୍ଷା ।ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com