ଓଡ଼ିଶା

୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ୧୫ ବର୍ଷିୟ ନାବାଳକ ଅଟକ

ରାଇରଙ୍ଗପୁର() ମୟୁରଭଞ୍ଜ ଜିଲ୍ଲାରେ ପୁଣି ଲଜ୍ଜା। ଜଣେ ୬ ବର୍ଷର ନାବାଳିକାକୁ ୧୫ ବର୍ଷର ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ କରଞ୍ଜିଆ ଏନଏସିରେ ଜଣେ ୬ ବର୍ଷର ନାବାଳିକାକୁ ୧୫ ବର୍ଷର ନାବାଳକ ପ୍ରଲୋଭନ ଦେଖାଇ ଘର ଭିତରକୁ ଡାକିନେଇ ଦୁଷ୍କର୍ମ କରିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com