ଓଡ଼ିଶା

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ୧୮ ଏବଂ ୧୯ ତାରିଖରେ ସିଭିୟର ହିଟଓ୍ବେଭ ପାଇଁ ସତର୍କତା ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ଦୁଇ ଦିନ ପାଇଁ ମୟୂରଭଞ୍ଜ, ନୟାଗଡ଼, ଗଜପତି ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସ୍ବାଭାବିକ ଠାରୁ ୫ ରୁ ୭ ଡିଗ୍ରୀ ଉପରେ ତାପମାତ୍ରା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com