ଅନ୍ତର୍ଜାତୀୟ

ଦକ୍ଷିଣ କୋରିଆର ପପ୍‌ ଗାୟିକା ପାର୍କ ବୋ ରାମ୍‌ଙ୍କର ମାତ୍ର ୩୦ ବର୍ଷ ବୟସରେ ପରଲୋକ ଘଟିଛି

ଦକ୍ଷିଣ କୋରିଆର ପପ୍‌ ଗାୟିକା ପାର୍କ ବୋ ରାମ୍‌ଙ୍କର ମାତ୍ର ୩୦ ବର୍ଷ ବୟସରେ ପରଲୋକ ଘଟିଛି। ଏଭଳି ଦୁଃଖଦ ଖବର ତାଙ୍କ ପ୍ରଶଂସକମାନଙ୍କୁ ମର୍ମାହତ କରିଛି।

ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ଏହାର ତଦନ୍ତ ଚାଲିଛି। ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ଗାୟିକା ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ସେ ଦୁଇ ବନ୍ଧୁଙ୍କ ସହ ମଦ ପିଇ ରେଷ୍ଟରୁମ୍‌କୁ ଯାଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com