ଓଡ଼ିଶା

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର, ଶ୍ରମିକଙ୍କ ଠାରୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର: ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟ ରେଞ୍ଜର । ମୋଟା ଅଙ୍କର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗୀର ବଙ୍ଗୋମୁଣ୍ଡା ଫରେଷ୍ଟ ରେଞ୍ଜର ସିନ୍ଧେକଲା ଫରେଷ୍ଟର । ବନ ବିଭାଗ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାମରେ ନିୟୋଜିତ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଫରେଷ୍ଟର ହରିହର ସ୍ୱାଇଁଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ସିଜ୍ କରିଛି ଭିଜିଲାନ୍ସ । ସମ୍ବଲପୁର ଭିଜିଲାନ୍ସରେ ମାମଲା ରୁଜୁ ହୋଇଥିବା ବେଳେ, ହରିହର ସ୍ୱାଇଁଙ୍କ ବିରୋଧରେ ଚାଲିଛି ତଦନ୍ତ ।

Related Articles

Back to top button
WP Twitter Auto Publish Powered By : XYZScripts.com