ଅନ୍ତର୍ଜାତୀୟ

ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ କାନାଡା

ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ କାନାଡା ଏବଂ ଭାରତ ମଧ୍ୟରେ ତିକ୍ତତା ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏହି ସମୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ପୁଣି ଥରେ ନିଜର ଦାବିକୁ ଦୋହରାଇଛନ୍ତି।

ସେ କହିଛନ୍ତି ଯେ, କାନାଡା ବର୍ତ୍ତମାନ ଭାରତ ସହ ଯୁଦ୍ଧ କରିବାକୁ ଚାହୁଁନାହିଁ କିନ୍ତୁ ଏହି ଗୁରୁତର ପ୍ରସଙ୍ଗରେ ନୂଆଦିଲ୍ଲୀ ସହିତ ଗଠନମୂଳକ କାର୍ଯ୍ୟ କରିବାକୁ ଚାହୁଁଛି।ଚଳିତ ବର୍ଷ ଜୁନ ୧୮ରେ ବ୍ରିଟିଶ କଲମ୍ବିଆରେ ଖାଲିସ୍ତାନୀ ଆତଙ୍କବାଦୀ ନିଜାରଙ୍କୁ ହତ୍ୟା କରାଯାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com