ଓଡ଼ିଶା

ଚାନ୍ଦିପୁରରେ ଜାହାଜ ବିଧ୍ଵଂସକାରୀ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ଵର: ଚାନ୍ଦିପୁରରେ ଜାହାଜ ବିଧ୍ଵଂସକାରୀ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି । ପ୍ରତିରକ୍ଷା ଅନୁସନ୍ଧାନ ବିକଶିତ ସଂସ୍ଥାକୁ ଆଉ ଏକ ସଫଳତା। ଭାରତୀୟ ନୌସେନା ଏବଂ DRDO ପକ୍ଷରୁ ମିଳିତ ଭାବରେ ଏହି ପରୀକ୍ଷଣ କରାଯାଇଛି । ଆକାଶରେ ଏକ ହେଲିକପ୍ଟରରୁ ଆଣ୍ଟି ସିପ୍ ମିଶାଇଲକୁ ବଙ୍ଗୋପସାଗରର ଥିବା ଏକ ଟାର୍ଗେଟକୁ ନିକ୍ଷେପ କରାଯାଇ ଏହି ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହା ହେଉଛି ପ୍ରଥମ ଆଣ୍ଟି ସିପ୍ ମିଶାଇଲ ।

Related Articles

Back to top button
WP Twitter Auto Publish Powered By : XYZScripts.com