ଓଡ଼ିଶା

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ୍‌, ୨୪ ଘଣ୍ଟାରେ ୧୫ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ପୁଣି ଉପରମୁଁହା କରୋନା ଗ୍ରାଫ । ରବିବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୩୭୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜିଲାରୁ ୨ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୯, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୧, ଓ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com