ଜାତୀୟ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୫ ଦିନ ରିମାଣ୍ଡରେ ନେବ ED

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୫ ଦିନ ରିମାଣ୍ଡରେ ନେବ ED । ଏଥିପାଇଁ ୧୦ ଦିନିଆ ରିମାଣ୍ଡ ପାଇଁ ଇଡି ପକ୍ଷରୁ ଆବେଦନ କରାଯାଇଥିଲା ।

ହେଲେ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ବି ଝଟକା ମିଳିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଗିରଫ ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ହେମନ୍ତ । ତେବେ ମାମଲାରଲ ଶୁଣାଣି ପାଇଁ ମନା କରିବା ସହ ଇଡିର ଗିରଫଦାରୀ ଓ ସମନକୁ ରଦ୍ଦ କରିବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ ।

Related Articles

Back to top button
WP Twitter Auto Publish Powered By : XYZScripts.com