ଓଡ଼ିଶା
ନୂଆ PCC ସଭାପତି ଶରତ ପଟ୍ଟନାୟକ, ମୋହର ମାରିଲା AICC

ଭୁବନେଶ୍ୱର: ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ । ନୂତନ ଭାବେ ପିସିସି ସଭାପତି ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକ । AICC ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫାକୁ ଗ୍ରହଣ କରିଛି । ଏଥିସହିତ ପୂର୍ବତନ ମନ୍ତ୍ରୀ ତଥା ଓଡିଶା କଂଗ୍ରେସର ବରିଷ୍ଠ ନେତା ଶରତ ପଟ୍ଟନାୟକଙ୍କୁ AICC ଦଳର ସଭାପତି ଭାବେ ଘୋଷଣା କରିଛି ।





