କ୍ରୀଡ଼ା

ମାର୍ଚ୍ଚ ୨୨ରୁ ଆଇପିଏଲ ଆରମ୍ଭ ହେବ

ମାର୍ଚ୍ଚ ୨୨ରୁ ଆଇପିଏଲ ଆରମ୍ଭ ହେବ । ଏହାପୂର୍ବରୁ ଜଣଙ୍କ ପରେ ଜଣେ ଖେଳାଳି ବ୍ୟକ୍ତିଗତ କାରଣ ଦର୍ଶାଇ ଟୁର୍ନାମେଣ୍ଟରୁ ଓହରି ଯାଉଛନ୍ତି। ଏବେ ହ୍ୟାରୀ ବ୍ରୁକ ଏହି ତାଲିକାରେ ଯୋଡି ହୋଇଛନ୍ତି।

ଜେଜେ ମା’ଙ୍କ ମୃତ୍ୟୁ ଯୋଗୁ ସେ ଆଇପିଏଲରୁ ନିଜର ନାଁ ପ୍ରତ୍ୟାହାର କରି ନେଇଥିବା ଜଣାପଡିଛି। ଆଇପିଏଲ ନିଲାମ ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ବ୍ରୁକଙ୍କୁ ୪ କୋଟି ଟଙ୍କାରେ କିଣିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com