ଓଡ଼ିଶା

କାଜୁ ଜଙ୍ଗଲରୁ ଝୁଲୁଛି ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମୂଷାଖୋରୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଧନୁର୍ଯ୍ୟୟପୁର ଗ୍ରାମର ସଞ୍ଜନ ମହାରଣା ବୋଲି ଜଣା ପଡିଛି ।

ସଞ୍ଜନକୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇ ଆତ୍ମହତ୍ୟା କରିଥିବାର ରୂପ ଦିଆ ଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com