ଓଡ଼ିଶା

ରାଜଧାନୀରେ ମୁଣ୍ଡ ଟେକିଲା ଆଉ ଏକ ଗ୍ୟାଙ୍ଗ, ମାରଣାସ୍ତ୍ର ଧରି ବୁଲୁଛନ୍ତି ଯୁବକ, ଭିଡିଓ ଭାଇରାଲ…

ଭୁବନେଶ୍ୱର: ରାଜଧାନୀରେ ମୁଣ୍ଡ ଟେକିଛି ଆଉ ଏକ ଗ୍ୟାଙ୍ଗ। ରାଜଧାନୀରେ ଆଉ ଏକ ଗ୍ୟାଙ୍ଗ । ମରଣାସ୍ତ୍ର ଧରି ଭିଡ଼ିଓ କରି ସୋସିଆଲ ମିଡିଆରେ ଛାଡିଛନ୍ତି । ଯାହାର ଭିଡ଼ିଓ ଭାଇରାଲ ହୋଇଥିଲା । ଏୟାରଫିଲଡ଼ ଥାନା ଅଞ୍ଚଳରେ ଚଳାଇଥିଲେ ଆତଙ୍କ ।

ଗତ କିଛି ଦିନ ତଳେ ଏୟାର ଫିଲଡ଼ ଥାନା ନିକଟରେ ଚା ଦୋକାନୀ ସିପୁ ବେହେରାକୁ ଖଣ୍ଡାରେ ଆକ୍ରମଣ କରି ଲହୁଲୁହାଣ କରିଥିଲେ । ଘଟଣାରେ ୬ ଜଣକୁ ଗିରଫ କରାଯାଇଛି । ସେମାନଙ୍କ ଠାରୁ ଏକାଧିକ ମରଣାସ୍ତ୍ର ଜବତ କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com