ଓଡ଼ିଶା
ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି

ଦେଶର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ କୈଳାଶ ଖେର ସାମାଜିକ ଗଣମାଧ୍ୟମ ଜରିଆରେ ହିନ୍ଦୀ ସଙ୍ଗୀତ “ଓଡ଼ିଶା ପରିବର୍ତ୍ତନ” ପୋଷ୍ଟ୍ କରିଛନ୍ତି ।
କୈଳାଶ ଖୈର ଟ୍ୱିଟ୍ କରିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା’ ସମ୍ବଲେଶ୍ୱରୀ ଓଡ଼ିଶାର ପବିତ୍ର ଭୂମିରେ ସବୁ ଦେବାଦେବୀ ମାନେ ସଙ୍କେତ ଦେଉଛନ୍ତି ଯେ ପରିବର୍ତ୍ତନ ବିକାଶର ପ୍ରଥମ ସୋପାନ । କୈଳାସ ପରିବାର ତରଫରୁ ସଙ୍ଗୀତ ମାଧ୍ୟମରେ ଏହି ଆଧ୍ୟାତ୍ମିକ ପ୍ରାର୍ଥନା ଓଡ଼ିଶାର ଜନସାଧାରଣଙ୍କୁ ଉପହାର ।