ଜାତୀୟ

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନାଁରେ ଏତଲା

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନାଁରେ ଏତଲା। ମହାଦେବ ବେଟିଂ ଆପ୍ ମାମଲାରେ ବାଘେଲଙ୍କ ସମେତ ଏହି ଆପ୍ ପ୍ରମୋଟରଙ୍କ ବିରୋଧରେ ମାମଲା ରୁଜୁ କରିଛି ପୁଲିସ।

ଟାଇମ୍ସ ନାଓ ରିପୋର୍ଟ ଅନୁଯାୟୀ, ସେମାନଙ୍କ ବିରୋଧରେ ଠକେଇ ଅଭିଯୋଗ ହୋଇଛି। ଏହାପୂର୍ବରୁ ମାର୍ଚ୍ଚ ୮ରେ ମହାଦେବ ଆପ ସହ ଲିଙ୍କ୍ ଥିବା ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦୁଇ ଜଣଙ୍କୁ ଗିରଫ କରିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com