ଜାତୀୟ

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।

ଏହାକୁ ଦୃଷ୍ଟିରେ ରଖି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଏହା ବିଶେଷ ଚିନ୍ତାଜନକ ବିଷୟ ହୋଇ ନ ଥିଲେ ମଧ୍ୟ ଲୋକ ନିଜେ ସତର୍କ ରହିବା ଉଚିତ୍‌। ଏଥି ସହ ଥଣ୍ଡା, ଜ୍ୱର, କାଶରେ ଆକ୍ରାନ୍ତ ହୋଇଥିଲେ ଘରେ ଜିରୋ ନାଇଟ ସେଲିବ୍ରେଶନ କରିବା ସହ ନୂଆ ବର୍ଷ ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com