ଓଡ଼ିଶା

ଜୁଏଲ ଓରାମ ରାଷ୍ଟ୍ରପତି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କାହାକୁ ରାଷ୍ଟ୍ରପତି ପ୍ରାର୍ଥୀ କରିବ ବିଜେପି ? ଏନେଇ ଏବେ ଚର୍ଚ୍ଚା ଜୋର ଧରିଛି । ତେବେ ଏହାରି ଭିତରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । ଜୁଏଲ ଓରାମ ବିଜେପି ପକ୍ଷରୁ ରାଷ୍ଟ୍ରପତି ପ୍ରର୍ଥୀ ହୋଇପାରନ୍ତି ବୋଲି କୁହାଯାଉଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜୁଏଲ । ଗଣମାଧ୍ୟମରେ ଏନେଇ ଚର୍ଚ୍ଚା ହେଉଛି, ହେଲେ ଏସମ୍ପର୍କରେ ସେ କିଛି କହିବେନି ବୋଲି କହିଛନ୍ତି । ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ହେବ ।

Related Articles

Back to top button
WP Twitter Auto Publish Powered By : XYZScripts.com