Breaking NewsFeaturedଅନ୍ୟାନ୍ୟ

ଉଦ୍ଧାର କାର୍ଯ୍ୟରେ ପ୍ରତିବନ୍ଧକ

ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଥିବା ସିଲ୍‌କ୍ୟାରା ଟନେଲରେ ୪୧ ଶ୍ରମିକ ୧୬ ଦିନ ହେଲା ଫସି ରହିଛନ୍ତି। ହେଲେ ସେମାନଙ୍କୁ ବାହାର କରିବା ସମ୍ଭବ ହୋଇପାରି ନାହିଁ। ଏହି ପରିପ୍ରେକ୍ଷୀରେ ରବିବାରଠାରୁ ପାହାଡ଼ ଉପରୁ ଖନନ କାର୍ଯ୍ୟ ଆରମ୍ଭ ହୋଇଛି।

ପାହାଡ଼ ଉପରୁ ଖନନ କରାଗଲେ ୪ ଦିନରେ ଶ୍ରମିକମାନଙ୍କ ପାଖରେ ପହଞ୍ଚି ହେବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ହେଲେ ଉଦ୍ଧାର କାର୍ଯ୍ୟରେ ଅନ୍ୟ ଏକ ବଡ଼ ପ୍ରତିବନ୍ଧକ ସାମ୍ନା କରିବାକୁ ପଡିପାରେ।

Related Articles

Back to top button