ଅନ୍ତର୍ଜାତୀୟ

ରୁଷିଆ-ୟୁକ୍ରେନ ଯୁଦ୍ଧର ବର୍ତ୍ତମାନ ପ୍ରାୟ ଦୁଇ ବର୍ଷ ବିତିଗଲାଣି

ରୁଷିଆ-ୟୁକ୍ରେନ ଯୁଦ୍ଧର ବର୍ତ୍ତମାନ ପ୍ରାୟ ଦୁଇ ବର୍ଷ ବିତିଗଲାଣି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟରେ ହୋଇଥିବା ଏକ ସାକ୍ଷାତକାର ଭାଇରାଲ ହେବାରେ ଲାଗିଛି।

ଏଥିରେ ସେ ସ୍ପଷ୍ଟ ଭାବରେ କହିଛନ୍ତି, ରୁଷିଆ ୟୁକ୍ରେନ ଯୁଦ୍ଧରୁ ଆଉ ପଛକୁ ଫେରିପାରିବ ନାହିଁ। ନିକଟରେ ଟେସଲା ଏବଂ ସ୍ପେସ ଏକ୍ସ ପରି କମ୍ପାନୀର ମାଲିକ ଏଲନ ମସ୍କ କହିଛନ୍ତି, ୟୁକ୍ରେନରେ ଯୁଦ୍ଧ ଜାରି ରଖିବା ପାଇଁ ପୁଟିନ ବହୁତ ଚାପରେ ଅଛନ୍ତି। ଯଦି ଯୁଦ୍ଧରେ ସେ ପଛକୁ ହଟନ୍ତି ତେବେ ତାଙ୍କୁ ହତ୍ୟା କରାଯାଇପାରେ।

Related Articles

Back to top button
WP Twitter Auto Publish Powered By : XYZScripts.com