ଓଡ଼ିଶା

ଭିକାପଡାରେ ଜମିଜମାକୁ କେନ୍ଦ୍ରକରି ଗୁଳିମାଡ, ଜଣେ ଗୁରୁତର

ଖଲ୍ଲିକୋଟ: ଖଲ୍ଲିକୋଟ ଥାନା ଭିକାପଡାରେ ଅଭାବନୀୟ ଘଟଣା । ଜମିଜମାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଛି । ଗୁଳିମାଡ଼ର ଶିକାର ହୋଇଛନ୍ତି ସେହି ଭିକାପଡାର ବିରେନ ଦଲେଇ । ତେବେ ବିରେନଙ୍କୁ ତାଙ୍କ ବଡ଼ବାପାଙ୍କ ପୁଅ ଗୁଳିମାଡ଼ କରିଥିବା ସୂଚନା ।

ବିରେନଙ୍କୁ ସଂଗେ ସଂଗେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର mkcg ମେଡିକାଲ ସ୍ଥାନାନ୍ତର କରାଯଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com