ରାଜନୀତି

କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଜାନୁୟାରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ

କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଜାନୁୟାରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ। ସମସ୍ତ ଜିଲ୍ଲା ଓ ସହରରେ କଂଗ୍ରେସ ଦଳ ମହମବତୀ ଜାଳି ଦୁଇ ମିନିଟ ପ୍ରାର୍ଥନା କରି ଶ୍ରଦ୍ଧାଞ୍ଜଳି ଦେବ।

ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।ରାଜ୍ୟ ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଆଗକୁ ଆସି ଲଢ଼େଇ କରିବାକୁ ଆଦିବାସୀଙ୍କୁ ଆହ୍ବାନ ଦେଇଛନ୍ତି ପିସିସି ସଭାପତି।

Related Articles

Back to top button
WP Twitter Auto Publish Powered By : XYZScripts.com