Featuredଅନ୍ତର୍ଜାତୀୟ

ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଏବଂ ସଙ୍ଗୀତକାର ଟେଲର୍‌ ସୱିଫ୍ଟ ମଧ୍ୟ ସାମିଲ ଅଛନ୍ତି।

ଏହି ତାଲିକାରେ ନାମିତ ଅନ୍ୟ ତିନିଜଣ ଭାରତୀୟ ମହିଳା ହେଉଛନ୍ତି ଏଚସିଏଲ ନିଗମର ଏସଇଓ ରୋଶନୀ ନାଦର ମାଲହୋତ୍ରା (୬୦ ତମ ସ୍ଥାନ), ଷ୍ଟିଲ ଅଥରିଟି ଅଫ ଇଣ୍ଡିଆର ଚେୟାରମ୍ୟାନ ସୋମା ମଣ୍ଡଳ (୭୦ ସ୍ଥାନ) ଏବଂ ବାୟୋକନ ପ୍ରତିଷ୍ଠାତା କିରଣ ମଜୁମଦାର-ଶୋ(୭୬ ସ୍ଥାନ)।

Related Articles

Back to top button
WP Twitter Auto Publish Powered By : XYZScripts.com