ଓଡ଼ିଶା

ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦/୦୬/୨୨ : ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏଥିପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ ଯାଜପୁରକୁ ସତର୍କତା ଜାରି ହୋଇଛି ।

 

Related Articles

Back to top button
WP Twitter Auto Publish Powered By : XYZScripts.com