ଓଡ଼ିଶା

ରାଜ୍ୟରେ ପୁଣି ଉପରମୁହାଁ କରୋନା, ଗତ ୨୪ଘଣ୍ଟା ମଧ୍ୟରେ ୨୩୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୦୨/୦୭/୨୦୧୨- ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୬ ଜଣ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ବୟସର ୩୦ ଜଣ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୩୫ରେ ପହଞ୍ଚିଛି । ବଢୁଥିବା ସଂକ୍ରମଣକୁ ଆଖିରେ ରଖି ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com