ରାଜନୀତି

ଆଜି ଷୋଡଶ ବିଧାନସଭାର ଅନ୍ତିମ ଅଧିବେଶନ

ଆଜି ଷୋଡଶ ବିଧାନସଭାର ଅନ୍ତିମ ଅଧିବେଶନ । ଅଧିବେଶନ ଆରମ୍ଭର ଦିନକ ପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ବାଚସ୍ପତି ପ୍ରମିଳା ମଲ୍କିକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ।

ବିଧାନସଭା କିଭଳି ସୁରୁଖୁରରେ ଚାଲିବ ସେ ନେଇ ଆଲୋଚନା ହେବ । ଫେବୃଆରୀ ୧୩ ଯାଏ ଚାଲିବ ଏହି ଅଧିବେଶନ । ଏହି ସମୟରେ କାମଚଳା ବଜେଟ୍ ଆସିବ । ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ । ତେଣୁ ବିଧାନସଭା ସରଗରମ ରହିବ ।

Related Articles

Back to top button
WP Twitter Auto Publish Powered By : XYZScripts.com