ଓଡ଼ିଶା

ଫ୍ୟାମିଲି କୋର୍ଟରେ ହାଜର ହେଲେ ଅନୁଭବ, ଦୁଇଦିନ ଚାଲିବ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା

କଟକ: ବର୍ଷା ଅନୁଭବ ବିବାହ ବିଚ୍ଛେଦ ମାମଲା । କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି । କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଛନ୍ତି ଅନୁଭବ । ୫ ଓ ୬ ତାରିଖ ଯାଏଁ ଚାଲିବ ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ।

ସୂଚନା ଥାଉକି, କିଛିଦିନ ପୂର୍ବେ ଷ୍ଟାର୍ ଦମ୍ପତ୍ତି ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା ଉପରେ ଏସଡିଜେଏମ୍ ଙ୍କ ଅଦାଲତରେ ଶୁଣାଣୀ ହୋଇଥିଲା । ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଦୁଇଟି ପିଟିସନର ଶୁଣାଣୀ ଶେଷ କରି କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com