ଓଡ଼ିଶା

୪୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ବେପାରୀ ଗିରଫ

କଟକ: କଟକ ଫୁଲନଖରାରୁ ବ୍ରାଉନସୁଗାର ଜବତ ହୋଇଛି । ୪୨୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାଡ୍ । ବ୍ରାଉନସୁଗାର ସହ ଜଣେ ବେପାରୀକୁ ଗିରଫ କରିଛି ଫ୍ଲାଇଂ ସ୍କ୍ବାଡ୍ ।

ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୪୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ତେବେ ବ୍ରାଉନସୁଗାର ଚାଲାଣରେ ଅନ୍ୟ କାହାର ସମ୍ପୃକ୍ତି ରହିଛି ସେନେଇ ଛାନଭିନ୍ ଜାରି ରଖିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com