ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଓଡ଼ିଶାରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ । ଏହା ପରେ ସେ ଅତିଥି ଭବନ ଯାଇଥିଲେ ଓ ସେଠାରୁ ବିଧାନସଭା ଆସିଥିଲେ । ବିଧାନସଭାରେ ଭବ୍ୟ ସ୍ୱାଗତ କରି ସମ୍ମିଳନୀ କକ୍ଷକୁ ପାଛୋଟି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସମ୍ମିଳନୀ କକ୍ଷରେ ବିଜେଡି ସାଂସଦ ଓ ବିଧାୟକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲେ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କରିଥିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏହା ସହ ସେ ଆହୁରି କହିଥିଲେ କି “ମୁଁ ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଥିଲି ।





