ଅନ୍ୟାନ୍ୟ

କୋହଲା ପାଗ ପ୍ରଭାବରେ ତଳମୁହାଁ ହୋଇଛି ରାଜଧାନୀ

କୋହଲା ପାଗ ପ୍ରଭାବରେ ତଳମୁହାଁ ହୋଇଛି ରାଜଧାନୀ ଭୁବନେଶ୍ବରର ତାପମାତ୍ରା । ଗତ ଦୁଇ ଦିନ ତୁଳନାରେ ତାପମାତ୍ରା ୫ ଡିଗ୍ରୀ ହ୍ରାସ ପାଇଛି । ଆଗାମୀ ୫ଦିନ ଯାଏ ତାପମାତ୍ରାରେ ସେପରି କୌଣସି ପରିବତ୍ତନ ଆସିବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି । ଆସନ୍ତାକାଲିଠୁ ପାଗ ବଦଳିବା ପରେ ତୁରନ୍ତ କ୍ଷୟକ୍ଷତିର ସମୀକ୍ଷା କରାଯିବ । ଫିଲ୍ଡ ଭିଜିଟ୍ କରି କ୍ଷୟକ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି ।

Related Articles

Back to top button
WP Twitter Auto Publish Powered By : XYZScripts.com