ଓଡ଼ିଶା
ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୯ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
Covid-19 Report For 11th July
New Positive Cases: 509
Of which 0-18 years: 52
In quarantine: 299
Local contacts: 210(Details of local contacts will be shared by concerned District)
1. Balasore: 5
2. Bargarh: 2
3. Bhadrak: 7
4. Balangir: 1
5. Boudh: 2
6. Cuttack: 110— I & PR Department, Odisha (@IPR_Odisha) July 12, 2022
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୯ଜଣ, ଷ୍ଟେଟ ପୁଲ୍ରୁ ୪୧ଜଣ ରହିଛନ୍ତି ।
24. Sambalpur: 8
25. Sonepur: 1
26. Sundargarh: 49
27. State Pool: 41New recoveries: 329
Cumulative tested: 32257778
Positive: 1294585
Recovered: 1281866
Active cases: 3539— I & PR Department, Odisha (@IPR_Odisha) July 12, 2022