ଓଡ଼ିଶା

ବରିଷ୍ଠ ନାଗରିକମାନଙ୍କୁ ପୂର୍ବାପେକ୍ଷା ଅଧିକ ସୁବିଧା ସୁଯୋଗ ମିଳିବ

ବରିଷ୍ଠ ନାଗରିକମାନଙ୍କୁ ପୂର୍ବାପେକ୍ଷା ଅଧିକ ସୁବିଧା ସୁଯୋଗ ମିଳିବ। ସେଥିପାଇଁ ରାଜ୍ୟ ସରକାର ଓଡ଼ିଶା ବରିଷ୍ଠ ନାଗରିକ ନୀତି-୨୦୧୬ରେ ସଂଶୋଧନ କରିବାକୁ ଯାଉଛନ୍ତି।

ଏଥିପାଇଁ ଏକ ପରାମର୍ଶଦାତା ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠିର ସହଯୋଗରେ ଅନୁଷ୍ଠିତ ଏହି ବୈଠକରେ ସଂଶୋଧିତ ନୀତି ପ୍ରଣୟନ ନିମନ୍ତେ ବ୍ୟାପକ ବିଚାରବିମର୍ଶ ହୋଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com