ଓଡ଼ିଶା

ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି

ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି।ଓଡିଶାରେ ୧୭ଟି ଲୋକ ସଭା ଆସନ ଜିତିବୁ ଏବଂ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହିତ ଓଡିଶାରେ ସରକାର ଗଠନ କରିବୁ।

ଖରାପ ପ୍ରଶାସନ ଯୋଗୁ ଓଡିଶାର ଲୋକମାନେ ଅସୁବିଧାରେ ପଡ଼ିଛନ୍ତି। ଲୋକଙ୍କୁ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ବାରଣ କରାଯାଇଛି। ସେଥିପାଇଁ ଜନସାଧାରଣ ଏଥର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାଜପାରୁ ହେବେ।

Related Articles

Back to top button
WP Twitter Auto Publish Powered By : XYZScripts.com