ଓଡ଼ିଶା

ପୁରୀକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ୍ ବସ୍

ପୁରୀକୁ ଗଡିବ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ । ସବୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଗଡ଼ିବ ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍। ଯାହା ଦ୍ବାରା ଭକ୍ତର କାଳିଆ ଦର୍ଶନ ଇଚ୍ଛା ହେଲେ ସେ ସୁବିଧାରେ ପୁରୀରେ ପହଞ୍ଚି ପାରିବ।

ଆସନ୍ତା ଜାନୁଆରୀ ୧୬ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ‘ଜଗନ୍ନାଥ ଏକ୍ସପ୍ରେସ’ ବସ୍ ସେବାର ଶୁଭାରମ୍ଭ କରିବେ। ୬୦ଟି ‘ଶ୍ରୀଜଗନ୍ନାଥ’ ବସରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିବେ।

Related Articles

Back to top button
WP Twitter Auto Publish Powered By : XYZScripts.com