ଓଡ଼ିଶା

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ଏଜେଣ୍ଡା ଉପରେ କ୍ୟାବିନେଟ ମୋହର ବାଜିପାରେ । ଲୋକସେବା ଭବନରେ ସକାଳ ୧୦ଟାରେ ବୈଠକ ବସିବ । ବିଧାନସଭା ମୌସୁମୀ ଅଧିବେଶନ ଜାରି ରହିଥିବାରୁ କ୍ୟାବିନେଟ ନିଷ୍ପତ୍ତି ସାର୍ବଜନୀନ କରାଯିବ ନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com