କ୍ରୀଡ଼ା

ବିସିସିଆଇ ଅଧ୍ୟକ୍ଷ ପଦରୁ ଗାଙ୍ଗୁଲିଙ୍କ ଇସ୍ତଫା ? ଟୁଇଟ୍ କରି ଦେଲେ ସଙ୍କେତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଗାଙ୍ଗୁଲି ଟୁଇଟ୍ କରି ଏକ ଭାବୁକ ପୋଷ୍ଟ କରିଛନ୍ତି। ସେ ଏ ପର୍ଯ୍ୟନ୍ତ ଜାରି ଯାତ୍ରା ପାଇଁ ନିଜ ପ୍ରଶଂସକ ଏବଂ ସାଥୀ ଖେଳାଳିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କର ଏହି ଟୁଇଟ୍‌କୁ ନେଇ ସେ ପଦରୁ ଇସ୍ତଫା ଦେଇଥିବା କୁହାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com