କ୍ରୀଡ଼ା

ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି

ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ।

ମାର୍ଚ୍ଚ ୨୨ରେ ଇଣ୍ଡିଆନ ପ୍ରିମିୟର ଲିଗର ଏହି ସିଜିନର ଉଦ୍‌ଘାଟନୀ ସମାରୋହ ମଧ୍ୟ ଅନୁଷ୍ଠିତ ହେବ । ଏଥିପାଇଁ ଆପଣ ପେଟିଏମ ଇନସାଇଡର୍‌ ପରିଦର୍ଶନ କରିପାରନ୍ତି କିମ୍ବା ବୁକ୍‌ ମାଇଁ ଶୋ’ରୁ କରିପାରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com