ଅନ୍ତର୍ଜାତୀୟ

ପାଲେଷ୍ଟାଇନ ସ୍ଥିତ ଗାଜାରେ ଇସ୍ରାଏଲ ସେନା ଆକ୍ରମଣରେ ୧୦୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦୦ରୁ ଅଧିକ ଆହତ ହୋଇଛନ୍ତି

ପାଲେଷ୍ଟାଇନ ସ୍ଥିତ ଗାଜାରେ ଇସ୍ରାଏଲ ସେନା ଆକ୍ରମଣରେ ୧୦୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦୦ରୁ ଅଧିକ ଆହତ ହୋଇଛନ୍ତି ।

ଗାଜାରେ ସହାୟତା ପାଇଁ ଏକାଠି ହୋଇଥିବା ଲୋକଙ୍କ ଉପରକୁ ଇସ୍ରାଏଲ ସେନା ପକ୍ଷରୁ ଖୋଲା ଗୁଳି ଚାଳନା ଯୋଗୁଁ ଏଭଳି ଘଟଣା ଘଟିଛି ବୋଲି ପାଲେଷ୍ଟାଇନ ସ୍ଵାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com