ଓଡ଼ିଶା

ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଭୁଷୁଡିଲା କାନ୍ଥ ଓ ଛାତ, ୨ ଗୁରୁତର

ବ୍ରହ୍ମପୁର: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଅଘଟଣ । ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଦୁଇଜଣ ଆହତ ହୋଇଛନ୍ତି । ବିସ୍ଫୋରଣର ମାତ୍ରା ଏତେ ପ୍ରଚଣ୍ଡ ଥିଲାା ଯେ, ଘରର କାନ୍ଥ ଓ ଛାତ ଭୁଷୁଡି ପଡିଥିଲା ।

ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ଏଥିରେ ଦୁଇଜଣ ଆହତ ହୋଇଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com